The Ultimate Managed Hosting Platform
ADVERTISEMENT

ବଢିଲା ରାତି ତାପମାତ୍ରା, ମାଘରେ ଖରା

Facebook
Twitter
LinkedIn

ଭୁବନେଶ୍ୱର : ଉପକୂଳ ସହ ଆନ୍ନ୍ରୀଣ ଓଡିଶାରେ ବଢିଲା ରାତି ତାପମାତ୍ରା । ସ୍ୱାଭାବିକ ଠାରୁ ୨ରୁ ୫ ଡିଗ୍ରୀ ଯାଏଁ ବଢିଲା ରାତି ତାପମାତ୍ରା । ମାଘରେ ବାଘ ଖରା । ଏବେଠୁ ହେଲାଣି ଅସହ୍ୟ ଗରମ । ଗତକାଲି ଟିଟିଲାଗଡ଼ରେ ଚଳିତବର୍ଷର ସର୍ବାଧିକ ତାପମାତ୍ରା ୩୪ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଛି । ଭବାନୀପାଟଣାରେ ୩୪ ଦଶମିକ ୨ ଓ ମାଲକାନଗିରି ଓ ପାରଳାଖେମୁଣ୍ଡିରେ ପାରଦ ୩୪ ଡିଗ୍ରୀ ଛୁଇଁଛି । ବାଲେଶ୍ୱର, ପାରାଦୀପ, ଗୋପାଳପୁର, ପୁରୀ, କୋରାପୁଟ, ଦାରିଙ୍ଗବାଡ଼ି, ଛତ୍ରପୁର, ଦେବଗଡ଼, ରାଉରକେଲାକୁ ଛାଡି ରାଜ୍ୟର ଅନ୍ୟ ସବୁ ସ୍ଥାନରେ ପାରଦ ୩୦ ଡିଗ୍ରୀ ଉପରେ ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login