The Ultimate Managed Hosting Platform
ADVERTISEMENT

ବଢୁଛି ହୀରାକୁଦ ଜଳସ୍ତର

Facebook
Twitter
LinkedIn

ସମ୍ବଲପୁର : ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ସକାଳ ୯ଟା ସୁଦ୍ଧା ଜଳସ୍ତର ୬୧୧.୨୭ ଫୁଟ । ଜଳଭଣ୍ଡାରକୁ ପ୍ରବେଶ କରୁଛି ୧ ଲକ୍ଷ ୩୨ ହଜାର ୫୬୫ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୪୦ ହଜାର ୨୮୨ କ୍ୟୁସେକ ଜଳ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ହୀରାକୁଦର ଜଳସ୍ତର ।

ବୀଭତ୍ସ ହତ୍ୟା; ଯୁବକଙ୍କୁ ମାରି ରାସ୍ତାରେ ଫିଙ୍ଗିଲେ
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login