ଭୁବନେଶ୍ୱର : ବଣିକ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ । ପୋଲିସ ଏସଆଇ ନିଯୁକ୍ତି ଘୋଟାଲା ଲିଙ୍କରେ ରେଡ । ଭୁବନେଶ୍ୱର ସିଆରପି ଛକରେ ଥିବା ସେଣ୍ଟର ଉପରେ ରେଡ । ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସି ଅଭିଯୋଗରେ ଛାନଭିନ । ପଞ୍ଚ ସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟିଙ୍କର ବଣିକ ମାଲିକଙ୍କ ସହ ସମ୍ପର୍କ ସୂଚନା ।
ଗିରଫ ୧୧୪ ପରୀକ୍ଷାର୍ଥୀଙ୍କ ଭିତରେ ‘ବଣିକ’ ର ପରୀକ୍ଷାର୍ଥୀ । ରେଡ ବେଳେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଏସପି ନରେନ୍ଦ୍ର ବେହେରା । ‘ବଣିକ’ କିଛି ପରୀକ୍ଷାର୍ଥୀଙ୍କୁ ପଠାଇଥିବା ସୂଚନା ମିଳିଛି । କେତେ ପରୀକ୍ଷାର୍ଥୀଙ୍କୁ ‘ବଣିକ’ ପଠାଇଥିଲା ଆଗକୁ ସ୍ପଷ୍ଟ ହେବ ।
Views: 13