ଭୁବନେଶ୍ୱର : ଖୁବଶୀଘ୍ର ବଣ୍ଟାଯିବ ଓଡିଶାକୁ ଆସିଥିବା ୯ ଲକ୍ଷ ଆବାସ ଘର । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଏ ନେଇ ନିଷ୍ପତ୍ତି ନିଆଯାଇଥିବା ସୂଚନା । ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନୀଙ୍କ ସୂଚନା । ରାଜ୍ୟର ସମସ୍ତ ବ୍ଲକରେ ସ୍ଥାପନ ହେବ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ ପାର୍କ । ଏହା ସହ ଆସନ୍ତା ବର୍ଷକ ମଧ୍ୟରେ ସମସ୍ତ ବ୍ଲକରେ ମିଶନ ଶକ୍ତି କାଫେ ନିର୍ମାଣ ଓ କାର୍ଯ୍ୟକ୍ଷମ ହେବ । ସମସ୍ତ ଘର କୁ ପାନୀୟ ଜଳ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଥିବା କହିଛନ୍ତି ବିଭାଗୀୟ ମନ୍ତ୍ରୀ ଓ ସଚିବ ।
Views: 87