The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବଦଳିବ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠ୍ୟପୁସ୍ତକ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ୍ୟପୁସ୍ତକ ବଦଳିବ । ଜାତୀୟ ପାଠ୍ୟକ୍ରମ ଅନୁସାରେ ଏନସିଇଆରଟି ଦ୍ବାରା ପ୍ରସ୍ତୁତ ପୁସ୍ତକ ସହ ସମାନ୍ତରାଳ ଭାବେ ଏସବୁ ଶ୍ରେଣୀ ପାଇଁ ନୂଆ ପାଠ୍ୟପୁସ୍ତକ ପ୍ରଚଳନ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି । ୨୦୨୬-୨୭ ଶିକ୍ଷାବର୍ଷରୁ ନୂଆ ପାଠ୍ୟପୁସ୍ତକ ପ୍ରଚଳନ ପାଇଣ ଲକ୍ଷ୍ୟ ରଖାଯାଇଛି । ଜାତୀୟ ଶିକ୍ଷା ନୀତି ଲାଗୁ ନେଇ ଭୋପାଳ ସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନିତ୍ୟାନନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ କମିଟି ଗଠନ ହୋଇଛି । ଆସନ୍ତା ୨୬ରୁ ୩୦ ତାରିଖ ମଧ୍ୟରେ ଚତୁର୍ଥ ବୈଠକ ଅନୁଷ୍ଠିତ ହେବ । ପାଠ୍ୟକ୍ରମ ଓ ପାଠ୍ୟପୁସ୍ତକ ସମୀକ୍ଷା ପାଇଁ ଗଠନ ହେବ କମିଟି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login