The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବଦଳିବ ଯୁକ୍ତ ୨ ମୂଲ୍ୟାୟନ ଢାଞ୍ଚା

Facebook
Twitter
LinkedIn

ଭୁବନେଶ୍ୱର : ଚଳିତ ବର୍ଷ ଯୁକ୍ତ ୨ ବୋର୍ଡ ପରୀକ୍ଷା ମାର୍କି ଢାଞ୍ଚାରେ ପରିବର୍ତ୍ତନ କରାଯିବ । ଏ ନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା । ଏଥର ଜାତୀୟ ଶିକ୍ଷା ପଦ୍ଧତି ଅନୁଯାୟୀ ୮୦ ମାର୍କର ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ଦେବେ ଯୁକ୍ତ ୨ ପରୀକ୍ଷାର୍ଥୀ । ପିଲାଙ୍କୁ ବୋର୍ଡ ପରୀକ୍ଷା ଚାପ କମାଇବା ଓ ଭଲ ନମ୍ବର ସ୍କୋର କରିବା ପାଇଁ ନ୍ୟାସନାଲ ଢାଞ୍ଚାରେ ପରୀକ୍ଷା କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଏଣୁ ପିଲାଙ୍କ ସୁବିଧା ପାଇଁ ନୂଆ ଢାଞ୍ଚାରେ ଚଳିତ ଥର ମାର୍କ ଦିଆଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login