The Ultimate Managed Hosting Platform
ADVERTISEMENT

ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ, ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବଦଳିଲା ଆଇଡି କାର୍ଡରଙ୍ଗ । ୨୦୨୫-୨୬ ଶିକ୍ଷା ବର୍ଷରୁ ନୂଆ ଆଇଡି କାର୍ଡ ପିନ୍ଧିବେ ଛାତ୍ର ଛାତ୍ରୀ । ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ । ହାଉସ ୟୁନିଫର୍ମ ଓ ଟୋପିର ଲୋଗୋ ମଧ୍ୟ ପରିବର୍ତ୍ତନ । ଟୋପିର ରଙ୍ଗ ଧଳା ଓ ସେଥିରେ ସ୍ଲୋଗାନ ସହ ଲୋଗୋ ରହିଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା ଗେରୁଆ ରଙ୍ଗର ଆଇ-କାର୍ଡ ପକାଇ ସ୍କୁଲ ଆସିବେ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖି ସୂଚନା ଦିଆଯାଇଛି । ଏହି ଚିଠିରେ ହିଁ ସ୍କୁଲ ପିଲାଙ୍କ ଗେରୁଆ ଆଇଡି କାର୍ଡ ସମ୍ପର୍କରେ କୁହାଯାଇଛି । ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଜଣକ ପିଛା ୫୦୦ ଟଙ୍କାରେ ହଳେ ଜୋତା, ଦୁଇ ହଳ ମୋଜା ଆଉ ତା ସହିତ ଗୋଟିଏ-ଟି ସାର୍ଟ, ଟ୍ରାକ୍ ପ୍ୟାଣ୍ଟ ଆଉ ଟୋପି ଦେବେ ସରକାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login