The Ultimate Managed Hosting Platform
ADVERTISEMENT

ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

Facebook
Twitter
LinkedIn

ଭୁବନେଶ୍ୱର : ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା ବୋର୍ଡ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି । ପୁରୁଣା ପଦ୍ଧତି ଲାଗୁ ପାଇଁ ବୋର୍ଡର ନିଷ୍ପତ୍ତି । ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା । ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ଆଉ ହେବ ନାହିଁ । ଏବେ କେବଳ ଦଶମରେ ହିଁ ବାର୍ଷିକ ପରୀକ୍ଷା ହେବ । ପୂର୍ବରୁ ହେଉଥିବା ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ । ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ୪ଟି କ୍ୱାର୍ଟରରେ ହେବ । ମାଟ୍ରିକରେ ସପ୍ଲିମେଣ୍ଟାରୀ ପରୀକ୍ଷା ମଧ୍ୟ ହେବ । ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ । କରୋନା ପାଇଁ ସମ୍ମେଟିଭ ବ୍ୟବସ୍ଥା ହୋଇଥିଲା । କରୋନା ପରେ ପୁଣି ପୁରୁଣା ପରୀକ୍ଷା ପଦ୍ଧତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login