The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବନକଲାଗି ନୀତି : ସେବାୟତଙ୍କୁ ପ୍ରଶାସନର ଧମକ, କାର୍ଯ୍ୟ ନ କଲେ ସେବାରୁ ହଟିବେ

Facebook
Twitter
LinkedIn

ପୁରୀ : ମହାପ୍ରଭୁଙ୍କ ବନକଲାଗି ନୀତି ଆଜି ହେବ ନା କାଲି ? ଆଜି ନୀତି କରିବାକୁ ଶ୍ରୀମନ୍ଦିର ପ୍ରଶାସନର ଧମକ । ଆଜି ବନକଲାଗି ନ କଲେ କାର୍ଯ୍ୟାନୁଷ୍ଠାନ । ନୀତି ନ କଲେ ସେବାରୁ ହଟିବେ ଦତ୍ତମହାପାତ୍ର ସେବକ । ଧାରା ୩୩ ଅନୁସାରେ ସେବାରୁ ହଟିବେ ସେବାୟତ । ନିଜ ଜିଦରେ ଅଟଳ ଦତ୍ତମହାପାତ୍ର ସେବାୟତ । ଗୁରୁବାର ବନକଲାଗି ପାଇଁ ଦତ୍ତମହାପାତ୍ର ସେବାୟତଙ୍କ ଜିଦ୍ । ୨୦୧୮ର ନିଷ୍ପତ୍ତି ଅନୁଯାୟୀ ବୁଧବାର ବନକଲାଗି କରାଯାଏ । ସେବାୟତ କିନ୍ତୁ ଗୁରୁବାର କରିବା ଜିଦରେ ଅଟଳ ଅଛନ୍ତି । ଶ୍ରୀମନ୍ଦିର ପ୍ରଶାସନ ଯାହା ନିଷ୍ପତ୍ତି ନେବେ ସେମାନେ ମାନିବା କଥା । ନ ମାନିଲେ ଶ୍ରୀମନ୍ଦିର ସତ୍ୱଲିପି ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login