The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବନ୍ଧା ହେଲେ ସପ୍ଲାଇ ବାବୁ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତ ଗିରଫ । ଆୟ ବର୍ହିଭୁତ ସଂପତ୍ତି ଠୁଳ ମାମଲାରେ ଗିରଫ କଲା ଭିଜିଲାନ୍ସ । ରେଡ ବେଳେ ୨ଟି ବଡ କୋଠା , ୨ ଟି ଫ୍ଲାଟ , ୫ଟି ପ୍ଲଟ ମିଳିଥିଲା । ବ୍ୟାଙ୍କ ଓ ବୀମାରେ ଜମା ଅଛି ୧ କୋଟି ୪୮ ଲକ୍ଷ ଟଙ୍କା । ୫୩୬ ଗ୍ରାମ୍ ସୁନା ଅଳଙ୍କାର ଜବତ ହୋଇଥିଲା । ରେଡ ବେଳେ ମିଳିଥିଲା ୧ଲକ୍ଷ ୨୧ ହଜାର ନଗଦ କ୍ୟାସ୍ ଜବତ କରିଥିଲା ଭିଜିଲାନ୍ସ । ଏତେ ସମ୍ପତ୍ତି କୁଆଡୁ ଆସିଲା କୌଣସି ସନ୍ତୋଷଜନକ ଉତ୍ତର ଦେଇପାର ନଥିଲେ ପ୍ରଶାନ୍ତ ଗନ୍ତାୟତ ।
ଗତକାଲି ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଚଢ଼ାଉ କରିଥିଲେ । ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ାଉ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱର ସ୍ଥିତ କାର୍ୟ୍ୟାଳୟ ଓ ସରକାରୀ ବାସଭବନ କରାଯାଇଥିଲା ରେଡ୍ । ଭିଜିଲାନ୍ସ ରେଡ୍ ବଳେ ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login