The Ultimate Managed Hosting Platform
ADVERTISEMENT

ବନ୍ଧୁକ, ଗୁଳି ସହ ୭ ଗିରଫ

Facebook
Twitter
LinkedIn

ବ୍ରହ୍ମପୁର : ବଡ ଧରଣର ରେଡ କରି ୭ ଜଣଙ୍କୁ ଗିରଫ କଲା ପୋଲିସ । ଗୋଷାଣି ନୂଆଗାଁ ଓ ବୈଦ୍ୟନାଥପୁର ଥାନା ପୋଲିସର ମିଳିତ ରେଡ । ୩ଟି ମାଉଜର, ୩୨ଟି ଗୁଳି, ଏୟାର ଗନ ସହ ଲକ୍ଷାଧିକ ଟଙ୍କା ଜବତ । ହ୍ମପୁର ପୁଲିସ ଏନେଇ ଏକ ବିଜ୍ଞପ୍ତି ମାଧ୍ୟମରେ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛି। ଅଭିଯୁକ୍ତମାନଙ୍କ ଠାରୁ ଗୁଳି, ବନ୍ଧୁକ, ଟଙ୍କା ଆଦି ସାମଗ୍ରୀ ଜବତ ହୋଇଛି। ପୁଲିସ କହିଛି, ବିଭିନ୍ନ ଅପରାଧିକ ମାମଲା ସହିତ ଜଡ଼ିତ ଅଭିଯୁକ୍ତମାନେ ଗୋଷାଣୀନୂଆଗାଁ ଓ ବୈଦ୍ୟାନାଥପୁରରେ ଚଳପ୍ରଚଳ କରୁଥିବା ନେଇ ସୂଚନା ମିଳିଥିଲା। ଅଭିଯୁକ୍ତମାନେ ଅପରାଧିକ କାର୍ୟ୍ୟ ପାଇଁ ଯୋଜନା କରୁଥିବା ମଧ୍ୟ ପୁଲିସ ଜାରିବାକୁ ପାଇଥିଲା। ଏହି ଆଧରରେ ଗୋଷାଣୀନୂଆଗାଁ ଓ ବୈଦ୍ୟନାଥପୁର ଥାନା ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଅତର୍କିତ ଭାବେ ମିଳିତ ଚଢ଼ାଉ କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login