The Ultimate Managed Hosting Platform
ADVERTISEMENT

ବନ୍ଧୁକ ଦେଖାଇ ଶିକ୍ଷୟତ୍ରୀଙ୍କ ଠାରୁ ଲୁଟ

Facebook
Twitter
LinkedIn

ଆନନ୍ଦପୁର : ପୁମି ମାତିଲେ ଲୁଟେରା । ବନ୍ଧୁକ ମୁନରେ କଲେ ଲୁଟ୍। ଆନନ୍ଦପୁର ସୋସୋ ଥାନା ଆମ୍ବଗଡ଼ିଆ ଛକ ନିକଟରେ ଲୁଟ୍ ହୋଇଛି। ବନ୍ଧୁକ ଦେଖାଇ ଶିକ୍ଷୟିତ୍ରୀଙ୍କଠାରୁ ସୁନାଗହଣା, ଟଙ୍କା ଓ ମୋବାଇଲ ଲୁଟିନେଇଛନ୍ତି ଦୁର୍ବୃତ୍ତ। ଶିକ୍ଷୟିତ୍ରୀ ଜଣକ ସ୍କଲରୁ ଫେରୁଥିବାବେଳେ ୩ ଜଣ ଯୁବକ ବାଇକରେ ଆସି ତାଙ୍କୁ ଅଟକାଇ ଲୁଟ୍ କରିଥିଲେ। ଏନେଇ ଥାନାରେ ଅଭିଯୋଗ ପରେ ସୋସୋ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login