The Ultimate Managed Hosting Platform
ADVERTISEMENT

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

Facebook
Twitter
LinkedIn

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର ଧଳ ନିଜ ଚାମ୍ବରରେ କାର୍ଯ୍ୟ କରୁଥିବା ବେଳେ ଆକ୍ରମଣ । ବିଧା ଗୋଇଠା ମାରିବା ସହ ଅସଭ୍ୟ ଭାଷାରେ ଗାଳି ଗୁଲଜ କଲେ । ଏପରିକି ଜୀବନରୁ ମାରିଦେବାକୁ ମଧ୍ୟ ଧମକ ଦେଇଥିଲେ । ଗୁରୁତର ଅବସ୍ଥାରେ ଅଧ୍ୟକ୍ଷ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି । ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୁଲିସ ପହଞ୍ଚି ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login