The Ultimate Managed Hosting Platform
ADVERTISEMENT

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

Facebook
Twitter
LinkedIn

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର ଧଳ ନିଜ ଚାମ୍ବରରେ କାର୍ଯ୍ୟ କରୁଥିବା ବେଳେ ଆକ୍ରମଣ । ବିଧା ଗୋଇଠା ମାରିବା ସହ ଅସଭ୍ୟ ଭାଷାରେ ଗାଳି ଗୁଲଜ କଲେ । ଏପରିକି ଜୀବନରୁ ମାରିଦେବାକୁ ମଧ୍ୟ ଧମକ ଦେଇଥିଲେ । ଗୁରୁତର ଅବସ୍ଥାରେ ଅଧ୍ୟକ୍ଷ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି । ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୁଲିସ ପହଞ୍ଚି ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login