The Ultimate Managed Hosting Platform
ADVERTISEMENT

ବରଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ , ୫ ମୃତ

Facebook
Twitter
LinkedIn

କେନ୍ଦୁଝର : ଟକ୍କା ଦେଲା ଟ୍ରକ । ଆଉ ଟ୍ରକ ଧକ୍କାରେ ୫ ବର ଯାତ୍ରୀ ମୃତ । ୯ ଜଣ ଗୁରୁତର ହୋଇଛନ୍ତି । ଏନଏଚ -୨୦ ର ଷଠିଘର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରାତିରେ ବର ଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ । ରୋଷଣିରେ ଯାଉଥିବା ବରଯାତ୍ରୀ ଦଳ ଉପରେ ମାଡିଗଲା ଟ୍ରକ । ଗୁରୁତରଙ୍କ ମଧ୍ୟରୁ ୩ ଜଣ କଟକ ସ୍ଥାନାନ୍ତର । ୬ ଗୁରୁତର କେନ୍ଦୁଝର ଜିଲ୍ଲା ମେଡିକାଲରେ ଭର୍ତ୍ତି । ଘଟଣା ସ୍ଥଳରେ ଉତ୍ତେଜନା, ଫେରିଗଲା ବର । ଉତ୍ତ୍ୟକ୍ତ ଲୋକଙ୍କ ରାଜମୁଣ୍ଡା-ପାମିକୋଇଲି ଏନଏଚ ଅବରୋଧ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login