The Ultimate Managed Hosting Platform
ADVERTISEMENT

ବରଯାତ୍ରୀ ଗଣ୍ଡଗୋଳ, ସାଇଡମରାକୁ ନେଇ ତୁମୁଳକାଣ୍ଡ

Facebook
Twitter
LinkedIn

ଯାଜପୁର : ବାହାଘର ବେଳେ ଫୁଟିଲା ଗୁଳି । ପ୍ରଥମେ ମାରଣାସ୍ତ୍ରରେ ଆକ୍ରମଣ ଓ ପରେ ଗୁଳି ମାଡ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବଡ଼ଚଣା ଥାନା ମହାବିନାୟକ ପୀଠରେ । ବରଯାତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ ହେବାରୁ କିଛି ଲୋକ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଗତକାଲି ମହାବିନାୟକ ଶୈବପୀଠରେ ବାହାଘର ଚାଲୁଥିଲା । ଏହି ସମୟରେ ଗାଡି ସାଇଡ ମରାକୁ ନେଇ ବାଜବାଟିରୁ ଆସିଥିବା ବରଯାତ୍ରୀଙ୍କ ସହ ସ୍ଥାନୀୟ ଅଞ୍ଚଳରେ ବିବାହ ହେଉଥିବା କିଛି ଲୋକଙ୍କ ମଧ୍ୟରେ ବଚସା ହୋଇଥିଲା ।ଉଭୟ ପକ୍ଷଙ୍କ ମଧ୍ୟରେ ମାରପିଟ ହେବାରୁ ଘଟଣାସ୍ଥଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା । ଏଥିରେ କିଛି ଲୋକ ଆହତ ହୋଇଛନ୍ତି । ଗଣ୍ଡଗୋଳରେ ଫାଙ୍କା ଗୁଳିଚାଳନା ମଧ୍ୟ ହୋଇଥିବା କୁହାଯାଉଛି । ଘଟଣାସ୍ଥଳକୁ କିଛି ଖୋକା ଜବତ ହୋଇଛି । ବଡ଼ଚଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login