The Ultimate Managed Hosting Platform
ADVERTISEMENT

ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

Facebook
Twitter
LinkedIn

ନୂଆଦିଲ୍ଲୀ : ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ । ତାଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ ସୋନିଆ ଗାନ୍ଧୀଙ୍କୁ ନିୟମିତ ଯାଞ୍ଚ ପାଇଁ ଭର୍ତ୍ତି କରାଯାଇଛି । ଗୁରୁବାର ସନ୍ଧ୍ୟାରେ ଅର୍ଥାତ ଗତକାଲି ସୋନିଆ ଗାନ୍ଧୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ତେବେ ତାଙ୍କ ସ୍ବାସ୍ଥରେ ଉନ୍ନତି ହୋଇଛି ତେଣୁ ଶୁକ୍ରବାର ସକାଳ ସୁଦ୍ଧା ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇପାରେ ବୋଲି ଜଣାପଡିଛି । ତେବେ ସୋନିଆ ଗାନ୍ଧୀଙ୍କ ବୟସ ୭୮ ବର୍ଷ । ତାଙ୍କୁ ଫେବୃଆରୀ ୧୩ ତାରିଖରେ ସଂସଦର ବଜେଟ ଅଧିବେଶନ ସମୟରେ ରାଜ୍ୟସଭାରେ ସାଧାରଣରେ ଦେଖାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login