The Ultimate Managed Hosting Platform
ADVERTISEMENT

ବରିଷ୍ଠ ନେତା ଦାମୋଦର ରାଉତ ଅସୁସ୍ଥ

Facebook
Twitter
LinkedIn

ଭୁବନେଶ୍ୱର : ବରିଷ୍ଠ ନେତା ଦାମୋଦର ରାଉତ ଅସୁସ୍ଥ । ଅସୁସ୍ଥ ଅଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ଦାମୋଦର ରାଉତ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରହି ସେ ଚିକିତ୍ସିତ ହେଉଥିବା ସୂଚନା ରହିଛି । ଆଜି ଦାମୋଦର ରାଉତଙ୍କ ଜନ୍ମଦିନ । ତେଣୁ ଅସୁସ୍ଥ ଥିବା ହେତୁ ତାଙ୍କ ଶୁଭେଚ୍ଛୁମାନେ ହସ୍ପିଟାଲରେ ଭେଟି ଶୁଭକାମନା ଜଣାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login