The Ultimate Managed Hosting Platform
ADVERTISEMENT

ବର୍ତ୍ତମାନର ଭାରିଏଣ୍ଟରେ ସିଭିଅରିଟି ନାହିଁ , ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ସଚିବଙ୍କ ପରାମର୍ଶ

Facebook
Twitter
LinkedIn

ଭୁବନେଶ୍ୱର : କରୋନାକୁ ନେଇ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ସଚିବଙ୍କ ପରାମର୍ଶ । ଆଇସିଏମଆର ରିପୋର୍ଟ ଅନୁସାରେ ବର୍ତ୍ତମାନର ଭାରିଏଣ୍ଟରେ ସିଭିଅରିଟି ନାହିଁ । ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୭ ଥିବା ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ସଚିବ । ଭୟଭୀତ ନ ହୋଇ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଲେ । ଏବେ କୋଭିଡ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି । ଏବେ ଯେଉଁ ଭାରିଏଣ୍ଟ ଚିହ୍ନଟ ହୋଇଛି ତାହା ମାଇଲଡ ଷ୍ଟ୍ରେନ । ତେଣୁ କେହି ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login