The Ultimate Managed Hosting Platform
ADVERTISEMENT

ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ

Facebook
Twitter
LinkedIn

କଟକ : ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟଙ୍କ ନୋଟିସ । ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ । ପରିବାର ଅଦାଲତକୁ ରେକର୍ଡ ଦାଖଲ ପାଇଁ ମଧ୍ୟ ନିଦେ୍ର୍ଦଶ । ପରିବାର ଅଦାଲତ ବିବାହ ବିଚ୍ଛେଦ ଆବେଦନ ଖାରଜ କରିଥିଲେ । ରାୟ ବିରୋଧରେ ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆସନ୍ତା ୯ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଭୁବନେଶ୍ୱର : ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ...

ADVERTISEMENT

Login