The Ultimate Managed Hosting Platform
ADVERTISEMENT

ବର୍ଷାରେ ଭିଜିବ ଗଣେଶ ପୂଜା !

Facebook
Twitter
LinkedIn

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ସକ୍ରିୟ ଘୁର୍ଣ୍ଣିବଳୟ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ତାହାର ପ୍ରଭାବରେ ଆଗାମୀ ୩୧ ତାରିଖ ପର୍ୟ୍ୟନ୍ତ ବର୍ଷା ରାଜ୍ୟରେ ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ବାକି ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ମାଲକାନାଗିରିରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ବାକି ୨୯ ଜିଲ୍ଲାକୁ ହଳଦିଆ ଚେତାବନୀ ଦିଆଯାଇଛି। ତେଣୁ ଏଥର ଗଣେଶ ପୂଜାରେ ବି ବର୍ଷା ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ଭୁବନେଶ୍ୱର : ପାର୍ବଣ କଟକଣା ଉପରେ ହାଇକୋର୍ଟଙ୍କ ନିଦେ୍ର୍ଦଶ । ତୋରଣ ନିର୍ମାଣ ପାଇଁ ପ୍ରଶାସନର ଅନୁମତି ଆବଶ୍ୟକ । ତୋରଣ ଗୁଡିକର ନିରାପତ୍ତା ନିଶ୍ଚିତ କରିବ...

Login