The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବର୍ଷା ଯୋଗୁଁ ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

Facebook
Twitter
LinkedIn

କରଞ୍ଜିଆ : ଆଜି ପର୍ୟ୍ୟଟକଙ୍କ ପାଇଁ ବନ୍ଦ ରହିବ ବାଘ ଅଭୟାରଣ୍ୟ ଶିମିଳିପାଳ । ରାଜ୍ୟରେ ଜାରି ରହିଥିବା ଝିପଝିପ ବର୍ଷା ଯୋଗୁଁ ପର୍ୟ୍ୟଟକଙ୍କ ପାଇଁ ଅଭୟାରଣ୍ୟର ଦୁଇ ପ୍ରବେଶପଥ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି । ଗତ କାଲି ମଧ୍ୟ ବର୍ଷା ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା । ପର୍ୟ୍ୟଟକ ମାନଙ୍କ ସୁରକ୍ଷା ଦୃଷ୍ଟିକୁ ଆଖି ଆଗରେ ରଖି ଶିମିଳିପାଳ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି । ସୂଚନାନୁଯାୟୀ, କାଳିକାପ୍ରସାଦ ଓ ପିଠାବଟା ଗେଟ୍ ଦେଇ ଯାତାୟତ ବନ୍ଦ ରହିବ । ଏନେଇ ଶିମିଳିପାଳ ଉପ ନିର୍ଦ୍ଦେଶକ ସାଇ କିରଣ ସୂଚନା ଜାରି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login