The Ultimate Managed Hosting Platform
ADVERTISEMENT

ବର୍ଷ ପୂର୍ତ୍ତିରେ ଆସିବେ ପ୍ରଧାନମନ୍ତ୍ରୀ !

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ । । ଏ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବର୍ଷ ପୂର୍ତ୍ତି ଅବସରରେ ସରକାରୀ ସ୍ତରରେ ଅନେକ କାର୍ଯ୍ୟକ୍ରମ ହେବ । ଜୁନ ୪ରୁ ୧୪ ତାରିଖ ମଧ୍ୟରେ ଅନେକ କାର୍ଯ୍ୟକ୍ରମ ଆୟୋଜନ ହେବ । ଓଡିଶା ଆସିବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ଖାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନୁହେଁ, ବରଂ ସମସ୍ତ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନ ଓ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ବି ନିମନ୍ତ୍ରଣ କରାଯାଇଛି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୀତି ଆୟୋଗଙ୍କ ବୈଠକ ଅବସରରେ ସମସ୍ତଙ୍କୁ ରଥଯାତ୍ରାରେ ପୁରୀ ଆସବାକୁ ବିନମ୍ର ଅନୁରୋଧ କରାଯାଇଛି। ଜୁନ୍ ୨୭ ତାରିଖ ଶୁକ୍ରବାର ଦିନ ଏଥର ତିନିଠାକୁର ରଥରେ ବିରାଜମାନ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ । ଏହି ଦିବ୍ୟଲୀଳା ଦେଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login