The Ultimate Managed Hosting Platform
ADVERTISEMENT

ବଲାଙ୍ଗିର ଜେଲରେ ପୋଲିସ ବିଭାଗର ବଡଧରଣର ଚଢାଉ

Facebook
Twitter
LinkedIn

ବଲାଙ୍ଗିର : ବଲାଙ୍ଗିର ଜେଲରେ ପୋଲିସ ବିଭାଗର ବଡଧରଣର ଚଢାଉ । ବଲାଙ୍ଗିର ଜେଲରେ ଗାଙ୍ଗୱାର ଖବର ପ୍ରକାଶ ପରେ ଚଢାଉ । ଏସପି ରୁଷିକେଶ ଖିଲାରୀଙ୍କ ନେତୃତ୍ୱରେ ବଡଧରଣର ଚଢାଉ । ମାଜିଷ୍ଟ୍ରେଟଙ୍କ ସହ ୨ ପ୍ଲାଟୁନ ପୋଲିସ ଫୋର୍ସ ଓ ୯ ଅଫିସର ସାମିଲ । ବିଡି, ସିଗାରେଟ, ଦିଆସିଲ୍ ଓ ଅନ୍ୟ ନିଶାଦ୍ରବ୍ୟ ଜବତ । ଜେଲ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ଜେଲରଙ୍କ ସନେ୍ଦହ । ଏସପିଙ୍କ ସୂଚନା ଅନୁସାରେ, ଜେଲର ୧୨ଟି ୱାର୍ଡ ସମେତ ଡାଇନିଂ, କିଚେନ ଆଦି ସ୍ଥାନରେ ଯାଞ୍ଚ କରାଯାଇଥିଲା । ନିଶାଦ୍ରବ୍ୟ ମିଳିବା ନେଇ ଜେଲର ରିପୋର୍ଟ ପ୍ରଦାନ କରିବେ । ତେବେ ପ୍ରଶ୍ନ ଉଠୁଛି- ଜେଲକୁ ଏତେ ପରିମାଣର ନିଶାଦ୍ରବ୍ୟ ଚାଲାଣ ହେଉଥିଲା କେମିତି ? କଏଦୀଙ୍କୁ କିଏ ଯୋଗାଉଥିଲା ମାଦକଦ୍ରବ୍ୟ ? ଏଥିରେ ଜେଲ କର୍ତ୍ତୃପକ୍ଷଙ୍କର ସଂପୃକ୍ତି ନାହିଁ ତ ? ନିଶାକାରବାରରେ କିଛି ଜେଲ କର୍ମଚାରୀଙ୍କ ସଂପୃକ୍ତି ଥିବା ଜେଲର ସନ୍ଦେହ କରିଛନ୍ତି । ତେବେ କେମିତି ଜେଲ ଭିତରକୁ ନିଶାଦ୍ରବ୍ୟ ଯାଉଥିଲା ସେନେଇ ତଦନ୍ତ ପରେ ଜଣାପଡ଼ିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...