ଭୁବନେଶ୍ୱର : ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି ବଳଙ୍ଗା ପୀଡ଼ିତା । ଗତକାଲି ତାଙ୍କର ସ୍କିନ୍ ଟ୍ରାନ୍ସପ୍ଲାଣ୍ଟ ହୋଇଛି । ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଛି । ଏବେ ମଧ୍ୟ ତାଙ୍କୁ ଅକ୍ସିଜେନ ସହାୟତାରେ ରଖାଯାଇଛି । ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଉଭୟ ବିଜେଡି ଓ ବିଜେପି ସାଂସଦ ପୀଡିତାଙ୍କ ପିତାମାତାଙ୍କୁ ଦେଖା କରି ଝିଅଟିର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଡାକ୍ତରୀଦଳଙ୍କ ଠାରୁ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ । ପୀଡିତାଙ୍କ ସ୍ବାସ୍ଥ୍ୟ ଭଲ ଥିବା ନେଇ ନେଇ ଜଗତସିଂହପୁର ସାଂସଦ ସୂଚନା ଦେଇଥିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଶରୀରର ୭୫ ଭାଗ ଜଳିବାଯାଇଥିବା ବେଳେ ସ୍ବତନ୍ତ୍ର ଡାକ୍ତରୀ ଦଳ ନାବାଳିକାଙ୍କ ଚିକିତ୍ସା କରୁଛନ୍ତି ।
Views: 18