The Ultimate Managed Hosting Platform
ADVERTISEMENT

ବସକୁ ପିଟିଲା ବାଇକ, ଜଣେ ମୃତ

Facebook
Twitter
LinkedIn

ଜଳେଶ୍ୱର : ବସକୁ ପିଟିଲା ବାଇକ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛି । ଜଳେଶ୍ୱର –ଚନ୍ଦନେଶ୍ୱର ରାସ୍ତା ମହାଦେବ ଛକ ନିକଟରେ ଦୁର୍ଘଟଣା । ଗୁରୁତର ଜଣକ ଜଳେଶ୍ୱର ମେଡିକାଲରେ ଭର୍ତ୍ତି । ସୂଚନା ଅନୁସାରେ ବାଲେଶ୍ଵର ଜିଲ୍ଲା ଜଳେଶ୍ଵର-ଚନ୍ଦନେଶ୍ଵର ମୁଖ୍ୟ ରାସ୍ତା ନିକଟରେ ବସକୁ ଧକ୍କା ଦେଇ ରାସ୍ତା ପାଖ ନାଳକୁ ଛିଟିକି ପଡିଥିଲେ ୨ ବାଇକ ଆରୋହୀ । ମେଡିକାଲକୁ ନେବା ବାଟରେ ଜଣଙ୍କର ମୃତ୍ୟୁ ଘଟିଥିଲା । ବାକି ଅନ୍ୟ ଗୁରୁତର ଜଣଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।ସେପଟେ ଘଟଣା ସ୍ଥଳରେ ଉତ୍ତେଜନା ଦେଖା ଦେଇଛି। ବସକୁ ଅଟକ ରଖି ତଦନ୍ତ କରୁଛି କମର୍ଦ୍ଦା ପୋଲିସ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ଭୁବନେଶ୍ୱର : ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍...

Login