The Ultimate Managed Hosting Platform
ADVERTISEMENT

ବସନ୍ତ ପଣ୍ଡାଙ୍କ ମାନଭଞ୍ଜନ ଉଦ୍ୟମ !

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟ ଅତିଥି ଭବନରେ ବିଜେପିର ବଡ ବୈଠକ । ସଭାପତି ମନମୋହନ ସାମଲ, ମାନସ ମହାନ୍ତି, ବସନ୍ତ ପଣ୍ଡା ଉପସ୍ଥିତ । ପୂର୍ବତନ ସାଂସଦ ବସନ୍ତ ପଣ୍ଡାଙ୍କ ମାନଭଞ୍ଦନ ପାଇଁ ଉଦ୍ୟମ ଚର୍ଚ୍ଚା । ଜୟ ଢୋଲକିଆ ବିଜେପିରେ ସାମିଲ ପୂର୍ବରୁ ମାନଭଞ୍ଜନ ଉଦ୍ୟମ ଚର୍ଚ୍ଚା । ୨୦୨୪ ବିଧାନସଭା ନିର୍ବାଚନରେ ନୂଆପଡ଼ା ନିର୍ବାଚନମଣ୍ଡଳୀରେ ବିଜେପିରୁ ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ପ୍ରାର୍ଥୀ ହୋଇଥିଲେ । କିନ୍ତୁ ବିଜେଡିର ରାଜେନ୍ଦ୍ର ଢୋଲକିଆଙ୍କଠାରୁ ହାରିଯାଇଥିଲେ । ତେବେ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ାରେ ଉପନିର୍ବାଚନ ହେବାକୁ ଯାଉଛି । ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶି ପଦ୍ମ ଟିକେଟରେ ନିର୍ବାଚନ ଲଢ଼ିବେ ବୋଲି ଚର୍ଚ୍ଚା ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login