ଭୁବନେଶ୍ୱର : ଯାତ୍ରୀବାହୀ ବସରେ ବାଣ ନେଲେ ହେବ କାର୍ଯ୍ୟାନୁଷ୍ଠାନ । କୋଲକତା ବସରେ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗର ତତ୍ପରତା । କାର୍ଯ୍ୟାନୁଷ୍ଠାନ ନେଇ ସୂଚନା ଦେଲେ ଡେପୁଟି ଫାୟାର ଅଫିସର । ପୂର୍ବରୁ ବସ ମାଲିକଙ୍କୁ ସଚେତନ କରାଯାଇଛି , ଏବେ ପୁଣି କାର୍ଯ୍ୟାନୁଷ୍ଠାନ କରାଯିବ । ଆବଶ୍ୟକ ସ୍ଥଳରେ କଡାକଡି ବସ ଚେକିଂ କରାଯିବ ।
ବାଣ କଟକଣାର ମାର୍ଗ ଦର୍ଶିକା -:
ସକାଳ ୬ ରୁ ରାତି ୧୦ଟା ପର୍ୟ୍ୟନ୍ତ ବାଣ ଫୁଟାଇବାକୁ ଅନୁମତି ରହିଛି । ଶିକ୍ଷାନୁଷ୍ଠାନ, ସ୍ଵାସ୍ଥ୍ୟକେନ୍ଦ୍ର ଓ ଧାର୍ମିକ ଅନୁଷ୍ଠାନର ୧୦୦ ମିଟର ପରିସରରେ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବାକୁ ବାରଣ । ଖୋଲା ସ୍ଥାନରେ ଫୁଟାଇ ପାରିବେ ସବୁଜ ବାଣ । ୧୨୫ ଡେସିବଲରୁ । ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାର ନିଷେଧ । ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କୁ ଅଭିଯୋଗ କରିହେବ । ଅମାନିଆଙ୍କ ଉପରେ ନଜର ରଖିବ ଜିଲ୍ଲା ପ୍ରଶାସନର ସ୍କ୍ୱାଡ୍ । ସ୍କ୍ୱାଡ୍ରେ ରହିବେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ । ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ପୋଲିସ କାର୍ୟ୍ୟନୁଷ୍ଠାନ ଗ୍ରହଣ କରିବ ।
ବସରେ ବାଣ ନେଲେ କାର୍ଯ୍ୟାନୁଷ୍ଠାନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











