The Ultimate Managed Hosting Platform
ADVERTISEMENT

ବସ ଓଲଟି ୮ ଗୁରୁତର

Facebook
Twitter
LinkedIn

ବାଲୁଗାଁ : ଦୁର୍ଘଟଣା ପରେ ଓଲଟି ପଡିଲା ବସ । ଫଳରେ ୮ ଜଣ ଗୁରୁତର ହୋଇଛନ୍ତି । ୧୬ ନଂ ଜାତୀୟ ରାଜପଥ ସୁବୁଦ୍ଧି ପାଟଣା ଛକରେ ଦୁର୍ଘଟଣା । ପଛରୁ ଟ୍ରକ ଧକ୍କା ଦେବା ପରେ ଓଲଟି ପଡିଲା ବସ୍ । ୮ ଗୁରୁତରଙ୍କୁ ବାଲୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ବସରେ ୪୦ ଜଣ ଯାତ୍ରୀ ରହିଥିବା ସୂଚନା ରହିଛି । ବସଟି ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login