The Ultimate Managed Hosting Platform
ADVERTISEMENT

ବସ-ଟ୍ରକ ମୁହାଁମୁହିଁ ଧକ୍କା, ୧୦ ଯାତ୍ରୀ ଗୁରୁତର

Facebook
Twitter
LinkedIn

ଘଟଗାଁ: ଟ୍ରକ ସହ ବସ ମୁହାଁମୁହିଁ ଧକ୍କା । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ପୋଇଜାମୁଲା ଛକ ନିକଟରେ ଘଟିଛି ଦୁର୍ଘଟଣା । ୧୦ଜଣ ଯାତ୍ରୀ ଗୁରୁତର ଆହତ । ୫ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ମା’ ଦୁର୍ଗା ନାମକ ଏକ ଘରୋଇ ବସ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ଯାଜପୁରରୁ କରଞ୍ଜିଆ ଆଭିମୁଖେ ଯାଉଥିବା ବେଳେ ଘଟଗାଁ ଥାନା ଅନ୍ତର୍ଗତ ପୋଇଜାମୁଳା ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକା ହୋଇଥିଲା । ଫଳରେ ଉଭୟ ଟ୍ରକ ଓ ବସ ରାସ୍ତା ତଳକୁ ଓଲଟି ପଡିଥିଲା। ସମସ୍ତ ଆହତ ମାନଙ୍କୁ ୧୦୮ ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ଉଦ୍ଧାର କରି ଚିକିତ୍ସା ପାଇଁ ଘଟଗାଁ ମେଡିକାଲରେ ଭର୍ତ୍ତି କରାଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login