The Ultimate Managed Hosting Platform
ADVERTISEMENT

ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

Facebook
Twitter
LinkedIn

ସୁବର୍ଣ୍ଣପୁର : ସୋନପୁର-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଖମ୍ବଶିରିପାଲି ନିକଟରେ ଘଟିଛି ଦୁର୍ଘଟଣା । ଭୁବନେଶ୍ୱରରୁ ପାଟଣାଗଡକୁ ୪୦ ଜଣ ଯାତ୍ରୀ ନେଇ ଯାୁଥିବା ଏହି ବସଟି ଭାରସାମ୍ୟ ହରାଇ ଖମ୍ବଶିରିପାଲି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ କେବଳ ୨ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । ୨ ଆହତଙ୍କୁ ସୋନପୁର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login