The Ultimate Managed Hosting Platform
ADVERTISEMENT

ବସ-ବୋଲେରୋ ଧକ୍କା , ୬ ଗୁରୁତର

Facebook
Twitter
LinkedIn

ଉଦଳା :ବସକୁ ଧକ୍କା ଦେଲା ବୋଲେରୋ । ଦୁର୍ଘଟଣାରେ ୬ ଜଣ ଗୁରୁତର ହୋଇଛନ୍ତି ।ଶରତ ଥାନା ହଦଗୁଠ ଛକ ନିକଟରେ ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ଶରତ ଓ ଉଦଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login