ଉଦଳା :ବସକୁ ଧକ୍କା ଦେଲା ବୋଲେରୋ । ଦୁର୍ଘଟଣାରେ ୬ ଜଣ ଗୁରୁତର ହୋଇଛନ୍ତି ।ଶରତ ଥାନା ହଦଗୁଠ ଛକ ନିକଟରେ ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ଶରତ ଓ ଉଦଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
Views: 53
ଉଦଳା :ବସକୁ ଧକ୍କା ଦେଲା ବୋଲେରୋ । ଦୁର୍ଘଟଣାରେ ୬ ଜଣ ଗୁରୁତର ହୋଇଛନ୍ତି ।ଶରତ ଥାନା ହଦଗୁଠ ଛକ ନିକଟରେ ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ଶରତ ଓ ଉଦଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...