The Ultimate Managed Hosting Platform
ADVERTISEMENT

ବାଇକ ଉପରେ ଚଢିଗଲା କୋଇଲା ବୋଝେଇ ଟ୍ରକ

Facebook
Twitter
LinkedIn

ଅନୁଗୁଳ : ବାଇକ ଉପରେ ଚଢିଗଲା କୋଇଲା ବୋଝେଇ ଟ୍ରକ । ଅନୁଗୁଳ ସଦର ଥାନା କୁମଣ୍ଡ ସାହୁ ପଡା ଛକ ନିକଟରେ ବାଇକ ଉପରେ ଚଢ଼ିଗଲା କୋଇଲା ବୋଝେଇ ଟ୍ରକ । ମୃତକ ହେଲେ ବଡ଼ବେରେଣା ଗାଁର ମିତୁ ଭୋଇ । ଦୁର୍ଘଟଣା ପରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ମୃତଦେହ ରକି ରାସ୍ତା ଅବରୋଧ କରିଛନ୍ତି । ଅନୁଗୁଳରୁ ଜିନ୍ଦଲ ରାସ୍ତା ଅବରୋଧ କରିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ରାସ୍ତା କଡରେ ଅଟକି ରହିଛି ଶହ ଶହ ଟ୍ରକ। ଜନବସତି ଭିତରେ କୋଇଲା ଲୋଡିଂ ଗାଡ଼ି ବନ୍ଦ କରିବାକୁ ଗାଁଲୋକ ଦାବି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login