The Ultimate Managed Hosting Platform
ADVERTISEMENT

ବାଇକ-ସ୍କୁଟି ଧକ୍କା; ୩ ମୃତ

Facebook
Twitter
LinkedIn

ବାରିପଦା : ବାଇକ-ସ୍କୁଟି ମୁହାଁମୁହିଁ ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ । ଉଦଳା ରାସ୍ତା ବାଲିଯୋଡା ଛକରେ ମର୍ମନ୍ତୁଦ ଦୁର୍ଘଟଣା । ୩ ମୃତକ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା । ବାରିପଦା ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ଅଣାଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଛନ୍ତି । ମୃତକଙ୍କ ପରିଚୟ ମିଳିପାରିନି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login