The Ultimate Managed Hosting Platform
ADVERTISEMENT

ବାଇଶି ପାହାଚରେ ବର୍ଷା ଜଳ, ଅସୁବିଧା ଭୋଗିଲେ ଶ୍ରଦ୍ଧାଳୁ ।

Facebook
Twitter
LinkedIn

ପୁରୀ,୩ା୮: ଆଜି ସକାଳୁ ସକାଳୁ ପୁରୀରେ ପ୍ରବଳ ବର୍ଷା ହେବାରୁ ଶ୍ରୀ ଜଗନ୍ନାଥ ଦର୍ଶନ ପାଇଁ ଆସିଥିବା ଭକ୍ତ ବା ଶ୍ରଦ୍ଧାଳୁ ମାନଙ୍କୁ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେବାକୁ ପଡିଛି ।

ଶ୍ରଦ୍ଧାଳୁ ମାନେ ତଥାପି ଏହାକୁ ଖାତିର ନକରି ଭିଜି ଭିଜି ସିଂହଦ୍ୱାର ଦେଇ ପ୍ରବେଶ କଲାବେଳେ ବାଇଶି ପାହାଚରେ ପ୍ରବଳ ବର୍ଷ ଜଳ ଭାଷୁଥିବାରୁ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ ପାଇଁ ସାମାନ୍ୟ ଅସୁବିଧା ସୃଷ୍ଟି ହୋଇଥିଲା ।ମାତ୍ର ପରବର୍ତ୍ତୀ ସମୟରେ ବର୍ଷ ଛାଡିଯିବାରୁ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଯାତାୟତ ସ୍ୱାଭାବିକ୍ ହୋଇଥିଲା ।


ବ୍ୟୁରୋ ରିପୋର୍ଟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

ADVERTISEMENT
ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

Login