The Ultimate Managed Hosting Platform
ADVERTISEMENT

ବାଛୁରିକୁ ମାରି ଖାଇଲା ବାଘ

Facebook
Twitter
LinkedIn

ନୂଆପଡା :ନୂଆପଡା ଜିଲ୍ଲାରେ ପୁଣି ବାଘ ଆତଙ୍କ । ଗତକୀଲି ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକ୍ସନର କୁକୁଡ଼ାତାଲ ଗାଁରେ ପୁଣି ବାଛୁରିକୁ ମାରି ଖାଇଛି ବାଘ। ମଙ୍ଗଳବାର ସକାଳେ ଗାଁର ଫଗୁନୀ କେଉଟ ନିଜ ଗୁହାଳରେ ବାଛୁରି ନଥିବା ଦେଖି ଆଖପାଖରେ ଖୋଜିଥିଲେ। ପରେ ବାଛୁରିଟି ଏକ ଚାଷ ଜମିରେ ମରି ପଡ଼ିଥିବା ଦେଖିବାକୁ ପାଇଥିଲେ। ବାଘ ଆକ୍ରମଣ କରି ମାରି ଖାଇଥିବା ଜଣାପଡ଼ିବା ପରେ ସେ ବନ ବିଭାଗକୁ ଖବର ଦେଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login