ନୂଆଦିଲ୍ଲୀ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜୟନ୍ତୀ । ଏ ଅବସରରେ ସଦୈବ ଅଟଳ ସ୍ମାରକ ସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହା, ରାଜନାଥ ସିଂହଙ୍କ ସମେତ ବହୁ ବରିଷ୍ଠ ନେତା ସାମିଲ ହୋଇ ବାଜପେୟୀଙ୍କ ସ୍ମୃତିଚାରଣ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମରେ ଫଟୋ ସେୟାର କରି କହିଛନ୍ତି, ପୂର୍ବ ପ୍ରଧାନମନ୍ତ୍ରୀ ଶ୍ରଦେୟ ଅଟଳ ବିହାରୀ ବାଜପେଙ୍କ ଜୟନ୍ତୀରେ ସଦୈବ ଅଟଳ ସ୍ମାରକ ସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇବାର ସୌଭାଗ୍ୟ ମିଳିଥିଲା । ଜନସେବା ଏବଂ ରାଷ୍ଟ୍ର ସେବାକୁ ସର୍ମପିତ ତାଙ୍କ ଜୀବନ ଦେଶବାସୀଙ୍କୁ ସବୁବେଳେ ପ୍ରେରଣା ଯୋଗାଇବ । ଏନେଇ ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଲକ୍ଷ୍ନୌ ଗସ୍ତ ରହିଛି । ଲକ୍ଷ୍ନୌର ରାଷ୍ଟ୍ର ପ୍ରେରଣା ସ୍ଥଳରେ ନିର୍ମିତ ଅଟଳ ବିହାରୀ ବାଜପେୟୀ, ଶ୍ୟାମା ପ୍ରସାଦ ମୁଖାର୍ଜୀ ଓ ଦିନ ଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତିର ଅନାବରଣ କରିବାର କାର୍ୟ୍ୟକ୍ରମ ରହିଛି । ୨୩୦ କୋଟି ଟଙ୍କା ବ୍ୟୟରେ ୬୫ ଏକର ଜମିରେ ଏହି ୩ ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଛି ।
ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପ୍ରଧାନମନ୍ତ୍ରୀ ମୋଦି
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







