The Ultimate Managed Hosting Platform
ADVERTISEMENT

ବାଣ କାରଖାନାରେ ବିସ୍ଫୋରଣ, ଜଳିଗଲେ ୧୧

Facebook
Twitter
LinkedIn

ନୂଆଦିଲ୍ଲୀ : ବାଣ କାରଖାନାରେ ବିସ୍ଫୋରଣ । ତାମିଲନାଡ଼ୁରେ ବିରୁଧନଗର ଜିଲ୍ଲାର ଶିବକାଶୀ ନିକଟ ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି। କୁହାଯାଉଛି, ଦୁଇଟି ଅଲଗା ଅଲଗା ବିସ୍ଫୋରଣ ହେବା ଦ୍ୱାରା ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଏହି ଦୁର୍ଘଟଣାରେ ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଦୁର୍ଘଟଣାକୁ ନେଇ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ବ୍ୟକ୍ତ କରିଛନ୍ତି।ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୩-୩ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କ ଚିକିତ୍ସା ପାଇଁ ୧-୧ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login