The Ultimate Managed Hosting Platform
ADVERTISEMENT

ବାତ୍ୟା କିମ୍ବା ଅବପାତ ହେବନି : ଆଇଏମଡି ଡିଜି

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମଡି ଡିଜିଙ୍କ ସୂଚନା । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଆଜି ସ୍ଥିତିରେ ଏହା ଅଧିକ ଘନୀଭଊତ ହେବାର ସମ୍ଭାବନା ନାହିଁ । ଲଘୁଚାପ ଯୋଗୁଁ ୨ ଦିନ ଧରି ବର୍ଷା ହେଉଥିଲା , ତାହା କମିବାକୁ ଲାଗିବ । ଲଘୁଚାପ ଏବେ ଉତ୍ତର ତେଲେଙ୍ଗାନା ଓ ବିଦର୍ଭରେ କେନ୍ଦ୍ରୀଭୂତ । ତେଣୁ ବର୍ଷାର ପରିମାଣ ଧୀରେ ଧୀରେ କମିବ । ପାର୍ବଣରେ ବର୍ଷା ହେବ କି ନାହିଁ ଏବେଠୁ କହି ହେବ ନାହିଁ । କିନ୍ତୁ କୈାଣସି ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login