The Ultimate Managed Hosting Platform
ADVERTISEMENT

ବାତ୍ୟା ଯିବ ବାଂଲା, ଓଡିଶାକୁ ଭୟ ନାହିଁ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତ ବାତ୍ୟାର ରୂପ ନେବ । ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଓଡିଶାରେ ସେପରି କିଛି ପ୍ରଭାବ ପଡିବ ନାହିଁ । ଉତ୍ତର ଓଡିଶା ଉପକୂଳରେ କେବଳ ହାଲୁକା ବର୍ଷା ହେବ । ଜଗତସିଂହପୁର , ବାଲେଶ୍ୱରର କିଛି ସ୍ଥାନରେ ବର୍ଷା ଅଧିକ ହୋଇପାରେ । ଉପକୂଳ ଓଡିଶାର ସମୁଦ୍ର କୂଳରେ ଝଙ୍କାଳିଆ ପବନ ବହିପାରେ । ପୂଜା ମଣ୍ଡପ ଭଲ ତିଆରି ହୋଇ ନ ଥିଲେ କ୍ଷତି ହୋଇପାରେ । ଆଜି ସନ୍ଧ୍ୟାରୁ ସମୁଦ୍ରରେ ୬୦ରୁ ୭୦ କିମି ବେଗରେ ପବନ ବହିବ । କାଲି ପ ର୍ଯ୍ୟନ୍ତ ତୀବ୍ରତା ବଢି ୮୦ ରୁ ୯୦ କିମି ଯାଏଁ ଯାଇପାରେ । ୨୫ ତାରିଖ ସନ୍ଧ୍ୟାରେ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ । ଖେପୁପଡା, ଚିଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ସ୍ଥଳ ଭାଗ ଛୁଇଁଲା ବେଳକୁ ଦୁର୍ବଳ ହୋଇ ସାରିଥିବ ବାତ୍ୟା । ବାତ୍ୟାରୁ ଦୁର୍ବଳ ହୋଇ ଗଭୀର ଅବପାତ ଭାବେ ସ୍ଥଳ ଭାଗ ଛୁଇଁବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login