The Ultimate Managed Hosting Platform
ADVERTISEMENT

ବାପାକୁ ଗୁଳି ମାରିଲା ପୁଅ

Facebook
Twitter
LinkedIn

ସୁବର୍ଣ୍ଣପୁର: ରକ୍ତ ସମ୍ପର୍କରେ ରକ୍ତ ଛିଟା। ବାପାକୁ ଗୁଳି ମାରିଲା ପୁଅ। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚିନାଜୁରି ଗାଁରେ ଏହି ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ରକରି ପୁଅ ଗଙ୍ଗାଜଳ ମେହେର ବାପା ବିକ୍ରମ ମେହେରକୁ ଚଢ଼େଇ ମରା ବନ୍ଧୁକରେ ଗୁଳି କରିଥିବା ଅଭିଯୋଗ ହୋଇଛି। ବିକ୍ରମଙ୍କ ଅଣ୍ଟାରେ ଗୁଳିବାଜିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଘଟଣା ପରେ ପୁଅ ଫେରାର ଥିବାବେଳେ ପୋଲିସ ଘଟଣାର ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login