The Ultimate Managed Hosting Platform
ADVERTISEMENT

ବାପାଙ୍କୁ ମେଦାନ୍ତ ନେବୁ –ବାବୁସାନ

Facebook
Twitter
LinkedIn

ଭୁବନେଶ୍ୱର : ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବେ ଅଭିନେତା ଉତ୍ତମ ମହାନ୍ତି । ଅବସ୍ଥା ଗୁରୁତର ଥିବାରୁ ସ୍ଥାନାନ୍ତରିତ ହେବେ କହିଲେ ପୁଅ ବାବୁସାନ । ଏୟାର ଆମ୍ବୁଲାନ୍ସ ଯୋଗେ ଶୀଘ୍ର ସ୍ଥାନାନ୍ତର ହେବେ କହିଲେ । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାରେ ଚିକିତ୍ସାଧୀନ ଅଛନ୍ତି । ଲିଭର ସମସ୍ୟା ପାଇଁ ଚିକିତ୍ସାଧୀନ ଥିବା କହୁଛନ୍ତି ଡାକ୍ତର । ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଛି । ଫିଲ୍ମ ସୁଟିଂ ପାଇଁ ଯଇଥିବା ବେଳେ ଗୁରୁତର । ବୋଉ ବୁଟୁ ଭୂତ ସିନେମା ସୁଟିଂ ଚାଲିଥିବା ବେଳେ ଅସୁସ୍ଥ ହୋଇପଡିଥିଲେ ଉତ୍ତମ । ପତ୍ନୀ ଅପରାଜିତା ଓ ପୁଅ ବାବୁସାନଙ୍କ ସହ ବୋଉ ବୁଟୁ ଭୂତ ସିନେମାରେ ଅଭିନୟ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login