The Ultimate Managed Hosting Platform
ADVERTISEMENT

ବାପା ଗାଳି ଦେବାରୁ ଝୁଲି ପଡିଲା ପୁଅ !

Facebook
Twitter
LinkedIn

ଭୁବନେଶ୍ୱର : ବାପା ଗାଳି କରିବାରୁ ଝୁଲି ପଡିଲା ନାବାଳକ । ଧଉଳି ଥାନା କାଡିଂ ସାହିରେ ଅଭାବନୀୟ ଘଟଣା । ସ୍କୁଲ ନଯିବାରୁ ବାପା ଗାଳି କରିଥିବା ପରିବାର ପକ୍ଷରୁ ସୂଚନା । ପଞ୍ଚବଟୀ ଆଶ୍ରମ ନିକଟରୁ ପୁଅର ଝୁଲନ୍ତା ମୃତଦେହ ମିଳିଥିଲା । ପୋଲିସକୁ ନଜଣାଇ ପରିବାର ଲୋକ ଶବ ସକôାର କରିଥିବା ସୂଚନା । ନିଜ ଆଡୁ ମାମଲା ରୁଜୁ କରି ଫେରାର ବାପାକୁ ଖୋଜୁଛି ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login