The Ultimate Managed Hosting Platform
ADVERTISEMENT

ବାପା ହେବାକୁ ଯାଉଛନ୍ତି ଫେମ୍‌ ଅଭିନେତା ଧୀରଜ୍‌ ଧୁପର

Facebook
Twitter
LinkedIn

ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଷ୍ଟାର ଧୀରଜ ଧୁପର। ପତ୍ନୀ ବିନ୍ନି ଅରୋରା ଏବଂ ଧୀରଜ୍‌ ଏହି ଖୁସିଖବରକୁ ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ସୋସିଆଲ ମିଡିଆରେ ଉଭୟ ପ୍ରଥମ ସନ୍ତାନକୁ ନେଇ ସ୍ବାଗତ କରିବାକୁ ବେଶ ଉତ୍ସାହିତ ଥିବା ନେଇ ଏକ ପୋଷ୍ଟ ସେୟାର କରିଛନ୍ତି।  ଯେଉଁଥିରେ ପତ୍ନୀ ବିନ୍ନିଙ୍କ ହାତରେ ଏକ ସୋନୋଗ୍ରାଫିର ଏକ ଫଟୋ ଧରିଥିବାର ଦେଖିବାକୁ ମିଳିଛି ।  କ୍ୟାପସନରେ ଲେଖା ହୋଇଛି କି ଆସନ୍ତା ଅଗଷ୍ଟରେ ଏକ ଛୋଟ ଚମତ୍କାର ହେବାକୁ ଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login