The Ultimate Managed Hosting Platform
ADVERTISEMENT

“ବାବାସାହେବ ଆମ୍ବେଦକର”ଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସଷ୍ଟାଣ୍ଡ

Facebook
Twitter
LinkedIn

ଭୁବନେଶ୍ୱର : ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟ ର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସ ଷ୍ଟାଣ୍ଡ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଆଗକୁ ଲୋକାର୍ପଣ ହେବାକୁ ଥିବା ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲ ଭାବରେ ପରିଚିତ ହେବ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ , ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ ସମାଜ ସଂସ୍କାରକ ଥିଲେ । ସମାଜର ଦଳିତ ନିଷ୍ପେସିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ । ଏକ ନ୍ୟାୟ ପୂର୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login