The Ultimate Managed Hosting Platform
ADVERTISEMENT

ବାରାଟୀରେ ODI ମ୍ୟାଚ ବେଳେ ଫ୍ଲଡ୍ ଲାଇଟ ବନ୍ଦ ହେବା ପ୍ରସଙ୍ଗ ; ୧୦ ଦିନରେ ଉତ୍ତର ଦିଅ

Facebook
Twitter
LinkedIn

କଟକ : ବାରାଟୀରେ ODI ମ୍ୟାଚ ବେଳେ ଫ୍ଲଡ୍ ଲାଇଟ ବନ୍ଦ ହେବା ପ୍ରସଙ୍ଗ । କ୍ରୀଡା ଓ ଯୁବ ସେବା ବିଭାଗ ପକ୍ଷରୁ ଓସିଏକୁ ସୋ କଜ୍ ନୋଟିସ । କାହିଁକି ମ୍ୟାଚ ବେଳେ ଲାଇଟ ବନ୍ଦ ହେଲା ଉତ୍ତର ରଖିବାକୁ ନିଦେ୍ର୍ଦଶ । ଘଟଣା ପାଇଁ କିଏ ଦାୟୀ ୧୦ ଦିନରେ ଉତ୍ତର ରଖିବାକୁ ନିଦେ୍ର୍ଦଶ । ଏହି ତ୍ରୁଟି ପାଇଁ କେଉଁ ବ୍ୟକ୍ତି ବା ଏଜେନ୍ସୀ ଦାୟୀ ଜାଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଭବିଷ୍ୟତରେ ଯେପରି ଏହି ତ୍ରୁଟିର ପୁରନରାବୃତ୍ତି ନହୁଏ ସେଥିପାଇଁ କଣ ପଦକ୍ଷେପ ନିଆଯାଇଛି, ତାହା ଜଣାଇବାକୁ କୁହାଯାଇଛି । ଗତକାଲି ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ବେଳେ ଫ୍ଲଡ୍ ଲାଇଟ କଟି ଯାଇଥିଲା । ଅନ୍ଧାର ଯୋଗୁଁ ପ୍ରାୟ ଅଧ ଘଣ୍ଟା ଧରି ବାଧାପ୍ରାପ୍ତ ହୋଇଥିଲା ମ୍ୟାଚ୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login