The Ultimate Managed Hosting Platform
ADVERTISEMENT

ବାଲି ହରଚଣ୍ଡୀ ପୀଠରେ ଯୁବତୀଙ୍କୁ ଗଣଦୁଷ୍କର୍ମ !

Facebook
Twitter
LinkedIn

ପୁରୀ : ପୁରୀ ବାଲିହରଚଣ୍ଡି ପୀଠରେ ଯୁବତୀଙ୍କୁ ଗଣଦୁର୍ଷମ ଅଭିଯୋଗ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଆନ୍ଧ୍ରପ୍ରଦେଶରୁ ଅଭିଯୁକ୍ତ ମନୋଜ ବେହେରାକୁ ଗିରଫ କଲା ପୁରୀ ପୋଲିସ । ମୋଟ୍ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଆଜି ସମସ୍ତଙ୍କର ଡାକ୍ତରୀ ମାଇନା କରାଯିବ । ବ୍ରହ୍ମଗିରି ବାଲିହରଚଣ୍ଡୀ ଜଙ୍ଗଲରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ ଯୁବତୀ । ସୂଚନା ଅନୁଯାୟୀ, ଶୁକ୍ରବାର ଜଣେ ଯୁବକ ଓ ଯୁବତୀ ବାଲିହରଚଣ୍ଡି ବୁଲିବାକୁ ଆସି ଥିବାବେଳେ ସ୍ଥାନୀୟ ଚଣ୍ଡୀପୁଟ ଗ୍ରାମର ଚାରି ଜଣ ଯୁବକ ସେମାନଙ୍କର ଫଟୋ ଚିତ୍ର ଉତ୍ତୋଳନ କରିବା ସହିତ ବ୍ଳାକ୍ ମେଲିଂ ମଧ୍ୟ କରିଥିଲେ। ପରେ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ ବୋଲି ଅଭିଯୋଗ ହୋଇଛି । ଆଜି ଯୁବତୀଙ୍କୁ ଗଣଦୁର୍ଷମ ଅଭିଯୋଗ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login