The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବାଲୁକା କଳାରେ ଶାନ୍ତିର ବାର୍ତ୍ତା, ରୁଦ୍ରାକ୍ଷରେ ସ୍ଥାପନ ହେଲା ମହାଦେବଙ୍କ ମୂର୍ତ୍ତି

Facebook
Twitter
LinkedIn

ପୁରୀ : ମହାଶିବରାତ୍ରି ଉପଲକ୍ଷେ ସୁପ୍ରସିଦ୍ଧ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକାକଳା ନିର୍ମାଣ କରିଛନ୍ତି । ସେ ବାଲୁକାକଳା ମାଧ୍ୟମରେ କହିଛନ୍ତ ଯୁଦ୍ଧ କୌଣସି ସମସ୍ୟାର ସମାଧାନ ନୁହେଁ । ଶାନ୍ତି ବିରାଜମାନ କରିବା ଦରକାର । ବିଶ୍ୱଶାନ୍ତି ଆମର କାମ୍ୟ ।


ୟୁକ୍ରେନ-ଋଷ ଯୁଦ୍ଧ ଅବସରରେ ବାଲୁକା ଶିଳ୍ପୀ ଆମେ ଶାନ୍ତି ଚାହୁଁ ବୋଲି ବାର୍ତ୍ତା ଦେଇଛନ୍ତି । ଏକ ଶିବ ଲିଙ୍ଗ ସହ ମହାଦେବଙ୍କ ମୂର୍ତ୍ତି ନିର୍ମାଣ କରିଛନ୍ତି । ଏହି ବାଲୁକାକଳାରେ ୨୩ହଜାର ୪୩୬ ରୁଦ୍ରାକ୍ଷ ସ୍ଥାପନ ହୋଇଛି । ବାଲୁକାକଳାଟି ଅତ୍ୟନ୍ତ ଆକର୍ଷଣୀୟ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login