The Ultimate Managed Hosting Platform
ADVERTISEMENT

ବାଲେଶ୍ୱରରେ ଚାଲି ଚାଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରଚାର, ଘରକୁ ଘର ବୁଲି ଲୋକଙ୍କୁ କରୁଛନ୍ତି ଅପିଲ

Facebook
Twitter
LinkedIn

ବାଲେଶ୍ୱର: ବାଲେଶ୍ୱରରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଜୋରଦାର ପ୍ରଚାର । ଚାଲି ଚାଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରଚାର । ଘରକୁ ଘର ବୁଲି ଲୋକଙ୍କୁ କରୁଛନ୍ତି ଅପିଲ । ସକାଳୁ ସକାଳୁ ପ୍ରଚାର ଆରମ୍ଭ କରିଦେଇଛନ୍ତି ରେଳମନ୍ତ୍ରୀ । ଚାଲି ଚାଲି ସଦର ମହକୁମାର ୧ ନମ୍ବର ୱାର୍ଡରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଛନ୍ତି । ଅଶ୍ୱିନୀ ବୈଷ୍ଣବଙ୍କ ସହ ବାଲେଶ୍ୱର ସାଂସଦ ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ, ସଦର ବିଧାୟକ ପ୍ରାର୍ଥୀ ମାନସ ଦତ୍ତ ମଧ୍ୟ ସାମିଲ ହୋଇଛନ୍ତି । ରେଳ ମନ୍ତ୍ରୀଙ୍କୁ ଦେଖି ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା । ଫୁଲ, ଚନ୍ଦନରେ ବନ୍ଦାପନା କରି ଲୋକେ ସ୍ୱାଗତ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login